ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ ଦେଶପ୍ରେମ, ବୀରତ୍ବ,ସାହସ ଓ ବୁଦ୍ଧିମତା ତାଙ୍କୁ ଚୀର ଅମର କରି ରଖିଥିବ ବୋଲି କହିଛନ୍ତି ପୁରୀ ଲୋକସଭା ସାଂସଦ ଡା ସମ୍ବିତ ପାତ୍ର।ଆଜି ପୂର୍ବାହ୍ନରେ ତାଳବଣିଆ ସ୍ପୋର୍ଟ୍ଷ କମ୍ପ୍ଲେକ୍ସ ଠାରେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ ୧୫୦ ଜୟନ୍ତୀ ବା ରାଷ୍ଟ୍ରୀୟ ଏକତା ଦିବସ ପାଳନ ଅବସରରେ ଏକ ଏକତା ଦୌଡ ଅନୁଷ୍ଠିତ ହୋଇଥିଲା ।

