ଲୌହ ମାନବଙ୍କ ଜୟନ୍ତୀ ପାଳିତ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ, ଅବସର ପ୍ରାପ୍ତ ସେନା ଅଧିକାରୀ ଶରତ କୁମାର ସାହୁ ପ୍ରମୁଖ ଯୋଗଦେଇ ପଟେଲଜୀଙ୍କ ଭାରତର ଅଖଣ୍ଡତା ଏବଂ ରାଷ୍ଟ୍ରୀୟ ଏକତା ପାଇଁ ନେଇଥିବା ନିସ୍ଵାର୍ଥପର ମନୋଭାବର ଭୁୟସୀ ପ୍ରଂଶସା କରିଥିଲେ |ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଠ ନାଗରିକ ନିରଞ୍ଜନ ମିଶ୍ର, ନବକୃଷ୍ଣ ସାହୁ, ରଜନୀକାନ୍ତ ଭୂୟାଁ, ରଘୁନାଥ ସାହୁ ପ୍ରମୁଖ ଉପସ୍ଥିତ ଥିବାବେଳେ ପୂଜ୍ୟପୂଜା କମିଟି ପକ୍ଷରୁ ରୋଟାରୀଆନ ଧୀରେନ୍ଦ୍ର ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ |
- Categories: ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
Related Content
କଳିଙ୍ଗ ସାହିତ୍ୟ ମହୋତ୍ସବ ପକ୍ଷରୁ ୨୦୨୬ ବୁକ୍ ଆୱାର୍ଡସ ପାଇଁ ହିନ୍ଦୀ ସର୍ଟଲିଷ୍ଟ ଘୋଷଣା
by
Proprietor Abhimanyu Maharana
July 9, 2026
କଣ୍ଟାବାଞ୍ଜି ପୋଲିସର ତତ୍ପରତା ଓ ଅନିଲ ଅଗ୍ରୱାଲଙ୍କ ସାଧୁତା
by
Proprietor Abhimanyu Maharana
July 8, 2026
କାମ ସାରି ଘରକୁ ଫେରୁଥିବା ବେଳେ ନିଖୋଜ ହେଲେ ଡ୍ରାଇଭର ସୀତାରାମ ସାହୁ
by
Proprietor Abhimanyu Maharana
July 8, 2026
ଭାଲୁଖାଇ ଛେଳି ଗୁହାଳରୁ ଦୁଇ ଯୁବକଙ୍କ ଶବ ଉଦ୍ଧାର, କାରଣ ଅସ୍ପଷ୍ଟ
by
Proprietor Abhimanyu Maharana
July 8, 2026
ରଥଯାତ୍ରା ପାଇଁ ପୋଲିସ ଓ ୮ ସାହି ବାସିନ୍ଦାଙ୍କ ସହ ସମନ୍ୱୟ ବୈଠକ
by
Proprietor Abhimanyu Maharana
July 8, 2026
ରଥଯାତ୍ରାରେ ବିପଦ ସାଜିବ ମୁକୁଳା ଡ୍ରେନ
by
Proprietor Abhimanyu Maharana
July 8, 2026