ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ କଣ୍ଢେଇ ମେଳା ସହିତ ବିଜ୍ଞାନ ମେଳା ଅନୁଷ୍ଠିତ
ଏହି କାର୍ଯ୍ୟକ୍ରମରେ ବିଦ୍ଯାଳୟର ବିଜ୍ଞାନ ଶିକ୍ଷକ ପବିତ୍ର ସାହୁ, ନିର୍ମଳ କୁମାର ସାହୁ, ଅର୍ଚ୍ଚନା ରଥ ଓ ପୁଷ୍ପିତା ରଥ ମୂଲ୍ଯାୟନ କାର୍ଯ୍ୟରେ ସହଯୋଗ କରିଥିଲା ବେଳେ ସମସ୍ତ ଗୁରୁଜୀ ଗୁରୁମା ମାନେ ଅକ୍ଳାନ୍ତ ପରିଶ୍ରମ କରି କାର୍ଯ୍ୟକ୍ରମକୁ ସଫଳ କରିଥିଲେ। ପରିଶେଷରେ ବିଦ୍ଯାଳୟର ପ୍ରଧାନ ଆଚାର୍ଯ୍ୟା ପ୍ରିୟମ୍ବଦା ମହାପାତ୍ର ଧନ୍ଯବାଦ ଅର୍ପଣ କରିଥିଲେ।
- Categories: ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
Related Content
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର 'ଜନନୀ ଯାତ୍ରା'
by
Proprietor Abhimanyu Maharana
March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ
by
Proprietor Abhimanyu Maharana
March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ - ମହତପଲ୍ଲାରେ ବାର୍ଷିକ ଉତ୍ସବ
by
Proprietor Abhimanyu Maharana
March 7, 2026
ଭିସ୍ୱାସ୍ ଗ୍ରୁପ୍ ଅଫ୍ ଇନ୍ସ୍ଟିଟ୍ୟୁଟ୍ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା
by
Proprietor Abhimanyu Maharana
March 7, 2026
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ
by
Proprietor Abhimanyu Maharana
March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ
by
Proprietor Abhimanyu Maharana
March 6, 2026