ବିଜେଡି : ବିଧାୟକ ପ୍ରଦୀପ ମହାରଥୀଙ୍କୁ କରୋନା ସଂକ୍ରମିତ

ଓଡ଼ିଶା ତାଜା ନ୍ୟୁଜ (୧୫ ସେପ୍ଟେମ୍ବର ମଙ୍ଗଳବାର) ଭୁବନେଶ୍ୱର : ବିଜେଡି ବିଧାୟକ ପ୍ରଦୀପ ମହାରଥୀ କରୋନା ସଂକ୍ରମିତ ହୋଇଛନ୍ତି । ଏ ନେଇ ସେ ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି । ଯେଉଁ ମାନେ ଗତ କିଛି ଦିନ ହେବ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି କରୋନା ପରୀକ୍ଷା କରାଇ ନିଅନ୍ତୁ ବୋଲି ବିଧାୟକ ପ୍ରଦୀପ ମହାରଥୀ ତାଙ୍କ ସୋଶିଆଲ ମିଡିଆରେ ପୋଷ୍ଟ କରି କହିଛନ୍ତି ।

Exit mobile version