ଓଡ଼ିଶା ତାଜା ନ୍ୟୁଜ (୧୫ ସେପ୍ଟେମ୍ବର ମଙ୍ଗଳବାର) ଭୁବନେଶ୍ୱର :– ପରବର୍ତ୍ତୀ ପରୀକ୍ଷା ତାରିଖ ସ୍ଥିର ହେଲେ ଆଡମିଟ୍ କାର୍ଡ଼ ବିବରଣୀ ugc.nta.nic.in ରେ ଉପଲବ୍ଧ ହେବ । ସେହିଭଳି ସେପ୍ଟେମ୍ବର ୧୬, ୧୭, ୨୨ ଓ ୨୩ରେ NTAର ଅନ୍ୟାନ୍ୟ ପରୀକ୍ଷା ମଧ୍ୟ ସ୍ଥଗିତ ରଖାଯାଇଛି ।
ଏହି ସବୁ ପରୀକ୍ଷା ବାବଦରେ ମଧ୍ୟ NTA ବିଜ୍ଞପ୍ତି ପ୍ରକାଶ କରିବ ବୋଲି କୁହାଯାଇଛି । ସାରା ଦେଶରେ କରୋନା ପରିସ୍ଥିତିକୁ ଦେଖି ପରୀକ୍ଷା ଘୁଞ୍ଚାଇବାକୁ ପୂର୍ବରୁ ଦାବି ହୋଇ ଆସୁଥିଲା ।
