
ହିଞ୍ଜିଳି (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଆଜି ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକର ଗୋଠଗାଁ ପଞ୍ଚାୟତରୁ ଠୁରୁବୁରି ପଞ୍ଚାୟତ ପର୍ଯ୍ୟନ୍ତ ପ୍ରାୟ ୩ କିମି ଧରି ବିଜେଡିର ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା ।

