ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ପୁରୀ ଜିଲ୍ଲା ଆଇନ ସେବା ପ୍ରାଧ୍ଵକରଣର ଅଧକ୍ଷ୍ୟ ତଥା ଜିଲ୍ଲା ଓ ଦୌରାଜଜ୍ ଶ୍ରୀମତୀଅଜନ୍ତା ଷଡଙ୍ଗୀଙ୍କ ନିର୍ଦେଶ ଅନୁଯାଇ ରବିବାର ପୂର୍ବାହ୍ନରେ ଜାତୀୟ ଆଇନ ସେବା ଦିବସ ଉପଲକ୍ଷେ ଆଇନ ସେବା ପ୍ରାଧିକରଣ ତରଫରୁ ଏକ ଆଇନ ସଚେତନତା ରାଲି,ଆଇନ ସଚେତନ କାର୍ଯକ୍ରମ ଏବଂ ବକ୍ତୃତା ପ୍ରତିଯୋଗିତା ଜିଲ୍ଲା ଆଇନ ସେବା ପ୍ରାଧିକରଣ ପୁରୀଙ୍କ ସମ୍ମିଳନୀ କକ୍ଷ୍ୟରେ ଅନୁଷ୍ଠିତ ହୋଇଯାଇଅଛି ।

