ଗଜପତି ଜିଲ୍ଲା ରାୟଗଡ ଠାରେ ଭୀମଭୋଇ ସାମର୍ଥ୍ୟ ଶିବିର ଅନୁଷ୍ଠିତ
ଏହି ଅବସରରେ ଦିବ୍ୟାଙ୍ଗମାନଙ୍କୁ ହୁଇଲ୍ ଚେର ଏବଂ ପ୍ରମାଣ ପତ୍ର ମାନ ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ଏଵଂ ରାୟଗଡ଼ ପଞ୍ଚାୟତ ସମିତି ପକ୍ଷରୁ ଆୟୋଜିତ ହୋଇଥିବା ବେଳେ ସମସ୍ତ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ସଭ୍ୟା ମାନଙ୍କ ସହ ବ୍ଲକର ବହୁ ଅଧିକାରୀ ଏବଂ କର୍ମଚାରୀମାନେ ସହଯୋଗ ଓ ପରିଚାଳନା କରିଥିଲେ।
Related Content
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ
by
Proprietor Abhimanyu Maharana
June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ
by
Proprietor Abhimanyu Maharana
June 20, 2026
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ
by
Proprietor Abhimanyu Maharana
June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ
by
Proprietor Abhimanyu Maharana
June 20, 2026
ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ
by
Proprietor Abhimanyu Maharana
June 20, 2026
ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା
by
Proprietor Abhimanyu Maharana
June 20, 2026