Home ଓଡ଼ିଶା ଉପଖଣ୍ଡ ଆରକ୍ଷୀ ଅଧିକାରୀ ଙ୍କ ଦ୍ବାରା ଫଟୋ ଗ୍ରାଫର ବୁଲୁ ସମ୍ମାନିତ by Proprietor Abhimanyu Maharana 9 months ago Share on FacebookShare on TwitterWhatsapp ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଫଟୋ ଗ୍ରାଫର ବୁଲୁ (ଷ୍ଟୁଡିଓ ବୁଲୁ) ସାଇବର ଠକେଇ ରୁ କିପରି ରକ୍ଷା ପାଇବା ଅଭିଯାନ ର ସମସ୍ତ ଫଟୋ ଓ ଭିଡିଓ କାର୍ଯ୍ୟକୁ ସଠିକ୍ ଭାବରେ ଉତ୍ତୋଳନ କରିଥିବାରୁ ଏବଂ ଦୁଇ ଦୁଇଥର ରାଜ୍ୟ ସ୍ତରରେ କନ୍ଧମାଳ ଜିଲ୍ଲାରୁ ମାତ୍ର ଜଣେ ସମ୍ମାନିତ ହୋଇ ସମଗ୍ର ଜିଲ୍ଲା ପାଇଁ ଗୌରବ ଆଣିଥିବାରୁ ବାଲିଗୁଡା ଉପଖଣ୍ଡ ଆରକ୍ଷୀ ଅଧିକାରୀ ରମେନ୍ଦ୍ର ପ୍ରସାଦ ଫଟୋ ଗ୍ରାଫର ବୁଲୁଙ୍କୁ ଟ୍ରଫି (ପ୍ରଦତ୍ତ) ପ୍ରଦାନ କରିଛନ୍ତି । ତାଙ୍କର ଫୋଟୋ ଓ ଭିଡିଓ ଉତ୍ତୋଳନ ପାଇଁ ସେ ବିଭିନ୍ନ ସ୍ଥାନରୁ ପ୍ରଶଂସା ପାଉଥିବା ବେଳେ ପୁଣି ଏସଡିପିଓ ଙ୍କ ଠାରୁ ଟ୍ରଫି ପାଇବା ପରେ ବିଭିନ୍ନ ମହଲ ରୁ ଶୁଭେଚ୍ଛା ର ସୁଅ ଛୁଟିବାରେ ଲାଗିଛି l Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ୩୧୧ କୋଟି ଟଙ୍କାର ବଜେଟ୍ ଏବଂ ବ୍ୟାପକ ସ୍କ୍ରିନିଂ ସହିତ କର୍କଟ ଚିକିତ୍ସାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ : ସ୍ୱାସ୍ଥ୍ୟ ମନ୍ତ୍ରୀ by Proprietor Abhimanyu Maharana August 25, 2026 ବେଣ୍ଟରେ ନରକଙ୍କାଳ ଚିହ୍ନଟକୁ ନେଇ ବଢ଼ିଲା ଦ୍ୱନ୍ଦ : ସାମ୍ୱାଦିକଙ୍କୁ ବାଟବଣା କରୁଛି ପୋଲିସ ପ୍ରଶାସନ by Proprietor Abhimanyu Maharana August 25, 2026 ପୂର୍ବତନ ବିଧାୟକ କରେନ୍ଦ୍ର ମାଝିଙ୍କ ପ୍ରଥମ ଶ୍ରଦ୍ଧାବର୍ଷିକ ପାଳିତ : ଅଞ୍ଚଳର ବିକାଶ ପୁରୁଷ ଥିଲେ : ସାଂସଦ by Proprietor Abhimanyu Maharana August 25, 2026 ଲଗାଣ ବର୍ଷାରେ ଗ୍ରାମାଞ୍ଚଳ ର ବିଭିନ୍ନ ରାସ୍ତା କେନାଲ ଧୋଇଗଲା : ମାତି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ by Proprietor Abhimanyu Maharana August 25, 2026 ଶ୍ରାବଣ ଶେଷ ସୋମବାରରେ ଜଳାଭିଷେକ ପାଇଁ ଜାଲେଶପଟ୍ଟାର ଜଳେଶ୍ୱରରେ କାଉଡ଼ିଆଙ୍କ ପ୍ରବଳ ଭିଡ଼ by Proprietor Abhimanyu Maharana August 25, 2026 ଶ୍ରୀମନ୍ଦିର ଶୃଙ୍ଖଳିତ ଧାଡ଼ି ଦର୍ଶନ ନେଇ ଉଚ୍ଚ ସ୍ତରୀୟ ବୈଠକ by Proprietor Abhimanyu Maharana August 25, 2026