Home ଓଡ଼ିଶା କାର୍ତ୍ତିକ ଗମାଙ୍ଗ ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ବାଲ ବୈଜ୍ଞାନିକ ବିଜ୍ଞାନ ମେଳା by Proprietor Abhimanyu Maharana 9 months ago Share on FacebookShare on TwitterWhatsapp ଆର, ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଶୁକ୍ରବାର ଦିନ ମହେନ୍ଦ୍ରଗଡ଼ କାର୍ତ୍ତିକ ଗମାଙ୍ଗ ଉଚ୍ଚ ବିଦ୍ୟାଳୟରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ରାଷ୍ଟ୍ରୀୟ ବାଲ ବୈଜ୍ଞାନିକ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି | ପ୍ରଧାନ ଶିକ୍ଷକ ଶ୍ରୀ ଲୋକନାଥ ନାହାକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏହି ବିଜ୍ଞାନ ମେଳାରେ ମୋଟ 30 ଟି ପ୍ରକଳ୍ପ ସ୍ଥାନ ପାଇଥିଲା ତନ୍ମଧ୍ୟରୁ 3 ଟି ପ୍ରକଳ୍ପ ବ୍ଲକ ସ୍ତରରେ ହେବାକୁ ଥିବା ବିଜ୍ଞାନ ମେଳାରେ ଅଂଶ ଗ୍ରହଣ କରିବା ପାଇଁ ମନୋନୀତ ହୋଇଥିଲା l ନବମ ଶ୍ରେଣୀର ଲିଟୁ ନାୟକଙ୍କ ପ୍ରକଳ୍ପ ସହରାଞ୍ଚଳରେ କଳକାରଖାନା ମାନଙ୍କରୁ ନିର୍ଗତ ଦୂଷିତ ଜଳର ପୁନଃ ବ୍ୟବହାର ପ୍ରକଳ୍ପଟି ଉଚ୍ଚକୋଟୀର ହୋଇଥିଲା l କୋମଳମତି ଶିଶୁମାନଙ୍କର ଅନ୍ତର୍ନିହିତ ଗୁଣାବଳିର ପରିପ୍ରକାଶ ନିମନ୍ତେ ଏହା ସର୍ବୋତ୍ତମ କାର୍ଯ୍ୟକ୍ରମ ବୋଲି ମତ ପ୍ରକାଶ ପାଇଥିଲା l Categories: ଓଡ଼ିଶା, ଗଜପତି, ହୋମ୍ Related Content ବେଣ୍ଟରେ ନରକଙ୍କାଳ ଚିହ୍ନଟକୁ ନେଇ ବଢ଼ିଲା ଦ୍ୱନ୍ଦ : ସାମ୍ୱାଦିକଙ୍କୁ ବାଟବଣା କରୁଛି ପୋଲିସ ପ୍ରଶାସନ by Proprietor Abhimanyu Maharana August 25, 2026 ପୂର୍ବତନ ବିଧାୟକ କରେନ୍ଦ୍ର ମାଝିଙ୍କ ପ୍ରଥମ ଶ୍ରଦ୍ଧାବର୍ଷିକ ପାଳିତ : ଅଞ୍ଚଳର ବିକାଶ ପୁରୁଷ ଥିଲେ : ସାଂସଦ by Proprietor Abhimanyu Maharana August 25, 2026 ଲଗାଣ ବର୍ଷାରେ ଗ୍ରାମାଞ୍ଚଳ ର ବିଭିନ୍ନ ରାସ୍ତା କେନାଲ ଧୋଇଗଲା : ମାତି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ by Proprietor Abhimanyu Maharana August 25, 2026 ଶ୍ରାବଣ ଶେଷ ସୋମବାରରେ ଜଳାଭିଷେକ ପାଇଁ ଜାଲେଶପଟ୍ଟାର ଜଳେଶ୍ୱରରେ କାଉଡ଼ିଆଙ୍କ ପ୍ରବଳ ଭିଡ଼ by Proprietor Abhimanyu Maharana August 25, 2026 ଶ୍ରୀମନ୍ଦିର ଶୃଙ୍ଖଳିତ ଧାଡ଼ି ଦର୍ଶନ ନେଇ ଉଚ୍ଚ ସ୍ତରୀୟ ବୈଠକ by Proprietor Abhimanyu Maharana August 25, 2026 ମାଆକୁ ମାରି ରୋଷେଇ ଘରେ ପୋତି ପ୍ଲାଷ୍ଟର କରି ପୁଅ ଫେରାର by Proprietor Abhimanyu Maharana August 25, 2026