ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଗଜପତି ଜିଲ୍ଲା ର ଆଦିବାସୀ ଅଧ୍ୟୁଷିତ ଗୁମ୍ମା ବ୍ଲକ ର ତରଙ୍ଗଡ଼ା ପଞ୍ଚାୟତ ଅନ୍ତର୍ଗତ ତମୁସିଂ ଗ୍ରାମ ଠାରେ ଏକ ନୂତନ କମ୍ୟୁନିଟି ହଲ ଏବଂ ରାସ୍ତା ର ଶୁଭ ଉଦଘାଟନ କଲେ ମାନ୍ୟବର ପାରଳାଖେମୁଣ୍ଡି ବିଧାୟକ ଶ୍ରୀଯୁକ୍ତ ରୂପେଶ କୁମାର ପାଣିଗ୍ରାହୀ l
ଏହି ଉଦଘାଟନି କାର୍ଯ୍ୟକ୍ରମ ରେ ବିଧାୟକ ସମେତ ଜିଲ୍ଲାପରିଷଦ ଅଧକ୍ଷ ଜି. ତିରୁପତି ରାଓ, ଗୁମ୍ମା ବ୍ଲକ ଅଧକ୍ଷା ସୁନେମି ମଣ୍ଡଳ, ଗୁମ୍ମା ବ୍ଲକ ଉପାଦକ୍ଷ ଶ୍ରୀନିବାସ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦୁଲେରାମ ମାରାଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ l
