Home ଓଡ଼ିଶା ଓଡିଶା ବିଧାନସଭାରେ ସମ୍ବିଧାନ ଦିବସ ପ୍ରସ୍ତାବନା ପାଠ by Proprietor Abhimanyu Maharana 10 months ago Share on FacebookShare on TwitterWhatsapp ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ଆଜି ପୂର୍ବାହ୍ନ ଓଡିଶା ବିଧାନସଭାରେ ସମ୍ବିଧାନ ଦିବସ ପ୍ରସ୍ତାବନା ପାଠ କରାଯାଇଛି । ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଓଡିଶା ବିଧାନସଭା ମାନ୍ୟବର ବାଚସ୍ପତି ସୁରମା ପାଢୀ ସମ୍ବିଧାନ ଦିବସ ପ୍ରସ୍ତାବନା ପାଠ କରାଇଛନ୍ତି । ଏହି କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ,ମାନ୍ୟବର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ମାନ୍ୟବର ଶାସକ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ , ମାନ୍ୟବର ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ , ମାନ୍ୟବର କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ମାନ୍ୟବର ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ, ମାନ୍ୟବର ଉପବାଚସ୍ପତି ଭବାନୀ ଶଙ୍କର ଭୋଇ, ମାନ୍ୟବର ଶାସକ ଦଳ ଉପ ମୁଖ୍ୟ ସଚେତକ ଗୋବିନ୍ଦ ଦାସ , ମାନ୍ୟବର ବିଧାୟକ ଜୟନାରାୟଣ ମିଶ୍ର , ମାନ୍ୟବର ବିଧାୟକ ରଞ୍ଜନ ଏକ୍କା , ବିଧାନସଭା ସଚିବ ଶ୍ରୀ ସତ୍ୟବ୍ରତ ରାଉତ ଏବଂ ଉପସ୍ଥିତ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ସମ୍ବିଧାନ ଦିବସ ପ୍ରସ୍ତାବନା ପାଠ କରାଇଥିଲେ । Categories: ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍ Related Content Nandan Dwibedi receives Yuva Bharati Samman by Proprietor Abhimanyu Maharana September 22, 2026 ତୃତୀୟ ଥର ନିମନ୍ତେ ଖଣ୍ଡପଡ଼ା ବ୍ଲକ ସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ by Proprietor Abhimanyu Maharana September 22, 2026 ବାଲିଗୁଡ଼ାରେ ବିଜେଡି ସଙ୍ଗଠନ ସଜାଡ଼ିବାକୁ ପ୍ରୟାସ ସମନ୍ୱୟ କମିଟି ଗଠିତ, ୧୦ ଜଣିଆ ସଦସ୍ୟ ମନୋନୀତ by Proprietor Abhimanyu Maharana September 22, 2026 ଆନନ୍ଦ ଉଲ୍ଲାସର ସହ ଖୁଦୁରୁକୁଣୀ ଓଷା ଉଦ୍ଯାପିତ by Proprietor Abhimanyu Maharana September 22, 2026 ବିଭିନ୍ନ ବିଦ୍ୟାଳୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ : ୧୮୦୦ରୁ ଊର୍ଦ୍ଧ୍ୱ ଶିକ୍ଷାର୍ଥୀ ଦେଲେ ପରୀକ୍ଷା by Proprietor Abhimanyu Maharana September 22, 2026 ମାର୍ଗଦର୍ଶିକା ଉଲଂଘନ - ଉନ୍ନୟନ କାମ ସରିବାର ଦୀର୍ଘ ଦିନ ପରେ ଜିଲ୍ଲାପାଳଙ୍କ ସୁପାରିଶକୁ ଅପେକ୍ଷା by Proprietor Abhimanyu Maharana September 22, 2026