କନ୍ଧମାଳ (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- କନ୍ଧମାଳ ଜିଲ୍ଲା ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଦ୍ବାରା ଶିଶୁ ପ୍ରତିଭା ଅନ୍ବେଷଣ ନିମନ୍ତେ ଜିଲ୍ଲା ସ୍ତରୀୟ ସର୍ଗିଫୁଲ-୨୦୨୫ ମଙ୍ଗଳ ଅଧିକାରୀ ଶ୍ରୀ ରବି ନାରାୟଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଇଡା ଠାରେ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ କାର୍ଯ୍ୟକ୍ରମରେ କନ୍ଧମାଳ ଜିଲ୍ଲା ପରିଷଦ ଅଧ୍ଯକ୍ଷା ନନ୍ଦିନୀ ମଲ୍ଲିକ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ କାର୍ଯ୍ୟକ୍ରମ ଉଦଘାଟନ କରିଥିଲେ ।