Home ଓଡ଼ିଶା ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ : ଯୌତୁକ ନିବାରଣ ଅଧିନିୟମ ଆଇନ, ୧୯୬୧ ତାଲିମ ଶିବିର by Proprietor Abhimanyu Maharana 9 months ago Share on FacebookShare on TwitterWhatsapp ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ଅତିରିକ୍ତ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ, ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ : ଯୌତୁକ ନିବାରଣ ଅଧିନିୟମ ଆଇନ, ୧୯୬୧ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରୋଗ୍ରାମ ଅଫିସର ଇନ୍ଦିରା ପ୍ରଧାନ, ପିଓ କମ ପିଓ ଟି.ଜୟାଲକ୍ଷ୍ମୀ , ଜିଲ୍ଲା ସଞ୍ଜଜକ ମହିଳା ସଶକ୍ତିକରଣ ମନି ମୋହନ ସରକାର ଉପସ୍ଥିତ ରହି ଜିଲ୍ଲାରେ ଯେପରି କୌଣସି ମହିଳା ଯୌତୁକ ପ୍ରଥା ପାଇଁ ପୀଡିତ ନ ହୁଅନ୍ତୁ ଏବଂ ଜିଲ୍ଲା ରେ ଗାଁ ଗାଁ ରେ ମହିଳା ମାନଙ୍କୁ ସଚେତନ କରିବାକୁ କହିଥିଲେ । ଏହି କାର୍ଯ୍ୟକ୍ରମରେ ସିଡ଼ିପିଓ, ସୁପରଭାଇଜର ଓ ଜ଼ିଲ୍ଲା ର ସମସ୍ତ ମହିଳା ପୋଲିସ ସହାୟକ ଡେସ୍କ ର ସଦସ୍ୟ ମାନେ ଉପସ୍ଥିତ ଥିଲେ । ଶକ୍ତି ସଦନ କର୍ମଚାରି , ଓଂଷ୍ଟାଫ୍ ର କର୍ମଚାରି, ସ୍ୱୟଂ ସହାୟକ ଗୋଷ୍ଠୀ , ପୂଜକ ଓ ପଣ୍ଡିତ, ଡିଏଲଏସ୍ କର୍ମଚାରୀ ବୃନ୍ଦ , ବିଭିନ୍ନ କଲେଜ୍ ର କର୍ମଚାରି ବୃନ୍ଦ, ଛାତ୍ର ସଂଘ , ଜିଲ୍ଲା ମହିଳା ସଶକ୍ତି କରଣ କେନ୍ଦ୍ର କର୍ମଚାରି ଉପସ୍ଥିତ ଥିଲେ । ଏହି ଶିବିର ରେ ଅଶୋକ କୁମାର ପଟ୍ଟନIୟକ (ଚିଫ୍ ଲିଗାଲ ଡିଫେନ୍ସ କାଉନସେଲର) , ଡିଏସପି ମମତା ପାଣିଗ୍ରାହୀ ଯୌତୁକ ନିବାରଣ ଅଧିନିୟମ ଆଇନ, ୧୯୬୧ ବିଷୟରେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ଜିଲ୍ଲା ସମାଜ ମଙ୍ଗଳ ବିଭାଗର କର୍ମଚାରୀ ଏହି କାର୍ଯ୍ୟକ୍ରମକୁ ଆୟୋଜନ କରିଥିଲେ । Categories: ଓଡ଼ିଶା, ମାଲକାନଗିରି, ହୋମ୍ Related Content କାହା ବାହୁବଳ କ୍ଷମତାରେ ନର କଙ୍କାଳ କୁ ନେଇ ଭୁଆଁ ବୁଲାଉଛନ୍ତି ଚାନ୍ଦପୁର ଥାନାଧିକାରୀ by Proprietor Abhimanyu Maharana August 23, 2026 ଦୁର୍ଘଟଣା ସମ୍ପର୍କରେ ବୁଝିବା ସହ ପରିବାରକୁ ଆଶ୍ଵସନା ଦେଲେ ଦଶପଲ୍ଲା ବିଧାୟକ by Proprietor Abhimanyu Maharana August 23, 2026 ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର by Proprietor Abhimanyu Maharana August 23, 2026 ବିଦ୍ୟାଳୟ ନିରାପତ୍ତା ସପ୍ତାହ ପାଳିତ by Proprietor Abhimanyu Maharana August 23, 2026 ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ by Proprietor Abhimanyu Maharana August 23, 2026 ବୋଲବମ୍ ସେବସଂଘ,ନୟାଗଡ ଆନୁକୁଲ୍ୟରେ ଭଜନ ସମାରୋହ ଅନୁଷ୍ଠିତ by Proprietor Abhimanyu Maharana August 23, 2026