ମୌଳିକ ସୁବିଧା ରୁ ବଞ୍ଚିତ କୁମ୍ଭାର ସାହି ବାସିନ୍ଦା : ରାସ୍ତା ଓ ପାନୀୟ ଜଳ ମୁଖ୍ୟ ସମସ୍ୟା – ପ୍ରତିକାର ପାଇଁ ଦାବୀ

ସେହିପରି ଅଙ୍ଗନୱାଡିକୁ ସବୁଦିନିଆ ରାସ୍ତା ସହ ପିଇବାପାଣି ଓ ବିଦ୍ୟୁତ ସଂଯୋଗ ବ୍ୟବସ୍ଥା ସମେତ ସାହିରେ ପିଇବା ପାଣି ବ୍ୟବସ୍ଥା କରାଯିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ନହେଲେ ଆଗାମୀ ଦିନରେ ରାଜରାସ୍ତାକୁ ଓଲ୍ହାଇବାକୁ ସାହି ଲୋକ ଚେତାବନୀ ଦେଇଛନ୍ତି। ଏନେଇ ବିଡ଼ିଓ ପ୍ରୀତିରଞ୍ଜନ ରଥ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ, ଏହି ସବୁ ସମସ୍ୟାର ଶୀଘ୍ର ସମାଧାନ କରାଯିବ l
Related Content
ନୟାଗଡ଼ କଲେଜର ଶିକ୍ଷାଦାନ ନିର୍ଘଣ୍ଟ କାହା ସ୍ୱାର୍ଥରେ...
by
Proprietor Abhimanyu Maharana
August 22, 2026
ନୂଆଗାଁ ପଞ୍ଚାୟତ ସମିତିର ୧୩ତମ ସାଧାରଣ ଅଧିବେଶନ : ଉନ୍ନୟନମୂଳକ କାର୍ଯ୍ୟ ତୁରନ୍ତ ସମାପନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ବିଧାୟକ ଙ୍କ ନିର୍ଦ୍ଦେଶ
by
Proprietor Abhimanyu Maharana
August 22, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଅଗଷ୍ଟ ମାସର ସାରସ୍ୱତ ଆସର ଅବସରରେ ଦେଶାତ୍ମବୋଧକ କବିତା ପାଠ
by
Proprietor Abhimanyu Maharana
August 22, 2026
ବୃଦ୍ଧାଶ୍ରମରେ ବରିଷ୍ଠ ନାଗରିକ ଦିବସ ପାଳିତ
by
Proprietor Abhimanyu Maharana
August 22, 2026
ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟରେ ରୋଟାରୀ କ୍ଲବ୍ ପକ୍ଷରୁ ୱାଟର ପ୍ୟୁରିଫାୟର ପ୍ରଦାନ
by
Proprietor Abhimanyu Maharana
August 22, 2026
୫ ମ ବାର୍ଷିକ ଗୁରୁ ସାକ୍ଷାତ ପରଂବ୍ରହ୍ମ, ଗୁରୁ ପୂଜନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
by
Proprietor Abhimanyu Maharana
August 22, 2026