Home ଓଡ଼ିଶା ତେଇଶି ତମ ଜଟଣୀ ପୁସ୍ତକମେଳା ଉଦଘାଟିତ by Proprietor Abhimanyu Maharana 9 months ago Share on FacebookShare on TwitterWhatsapp ହୃଦରୋଗ ବିଶେଷଜ୍ଞ ଡ ରିତେଶ ଆଚାର୍ଯ୍ୟ ଙ୍କୁ ଜଟଣୀ ପୁସ୍ତକମେଳା ସମ୍ମାନରେ ସମ୍ମାନିତ ଖୋର୍ଦ୍ଧା-ଜଟଣୀ (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ସ୍ଥାନୀୟ ଟାଉନହଲ ସ୍ରଷ୍ଟା ପରିସରରେ ତେଇଶି ତମ ପୁସ୍ତକମେଳା ଉଦଘାଟିତ ହୋଇଯାଇଛି l ପୁସ୍ତକ ମେଳା କମିଟିର କାର୍ଯ୍ୟକାରୀ ସଭାପତି ଜବାହରଲାଲ ସୁବୁଦ୍ଧିଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଉଦଘାଟକ ଭାବେ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟ ର ପ୍ରାକ୍ତନ କୁଳପତି ମେଜର କ୍ଷୀରୋଦ ପ୍ରସାଦ ମହାନ୍ତି ଯୋଗଦେଇ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ସେହିପରି ମୁଖ୍ୟ ଅତିଥି ଭାବେ ଉତ୍କଳ ସଂସୃତି ବିଶ୍ୱବିଦ୍ୟାଳୟ କୁଳପତି ଡ଼ ପ୍ରସନ୍ନ କୁମାର ସ୍ୱାଇଁ, ସମ୍ମାନିତ ଭାବେ ବେଗୁନିଆ ମହାବିଦ୍ୟାଳୟର ପ୍ରାକ୍ତନ ଅଧକ୍ଷ ଡ଼ ପ୍ରସନ୍ନ କୁମାର ସ୍ୱାଇଁ ଯୋଗଦେଇଥିଲେ l ପୁସ୍ତକ ମେଳା କମିଟି ପକ୍ଷରୁ ଡ଼ ଶଶୀ ରଥ ବିବରଣୀ ପଠନ କରିଥିଲେ l ଏହି କାର୍ଯ୍ୟକ୍ରମକୁ ଅନ୍ୟମାନଙ୍କ ମଧ୍ୟରେ ଡ ସୁଶାନ୍ତ ରାଉତ, ଆଇନଜୀବି ଶୁଶାନ୍ତ କୁମାର ସୁବୁଦ୍ଧି, କ୍ଷୀରୋଦ କୁମାର ନନ୍ଦ,ଡ ସୁକାନ୍ତି ମହାପାତ୍ର, ଆଦିନାରାୟଣ ଖଣ୍ଡୁଆଳଙ୍କ ସମେତ ଅନ୍ୟାନ୍ୟ କର୍ମକର୍ତ୍ତା ମାନେ ଉପସ୍ଥିତ ରହି ପରିଚାଳନା କରିଥିଲେ l ଶେଷରେ ଡ ରଶ୍ମିତା ନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ହୃଦରୋଗ ବିଶେଷଜ୍ଞ ଡ ରିତେଶ ଆଚାର୍ଯ୍ୟ ଙ୍କୁ ଜଟଣୀ ପୁସ୍ତକମେଳା ସମ୍ମାନରେ ସମ୍ମାନିତ କରାଯାଇଥିଲା । Categories: ଓଡ଼ିଶା, ଖୋର୍ଦ୍ଧା, ମନୋରଞ୍ଜନ, ହୋମ୍ Related Content ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଅଗଷ୍ଟ ମାସର ସାରସ୍ୱତ ଆସର ଅବସରରେ ଦେଶାତ୍ମବୋଧକ କବିତା ପାଠ by Proprietor Abhimanyu Maharana August 22, 2026 ବୃଦ୍ଧାଶ୍ରମରେ ବରିଷ୍ଠ ନାଗରିକ ଦିବସ ପାଳିତ by Proprietor Abhimanyu Maharana August 22, 2026 ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟରେ ରୋଟାରୀ କ୍ଲବ୍ ପକ୍ଷରୁ ୱାଟର ପ୍ୟୁରିଫାୟର ପ୍ରଦାନ by Proprietor Abhimanyu Maharana August 22, 2026 ୫ ମ ବାର୍ଷିକ ଗୁରୁ ସାକ୍ଷାତ ପରଂବ୍ରହ୍ମ, ଗୁରୁ ପୂଜନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ by Proprietor Abhimanyu Maharana August 22, 2026 ଜିଲ୍ଲା ଏସ୍ପି ଓ ରେଞ୍ଜ ଆଇଜି ଏବଂ ଡିଆଇଜିଙ୍କ ସହ ଡିଜିପିଙ୍କ ଭିଡିଓ କନ୍ଫରେନ୍ସିଂ ବୈଠକ by Proprietor Abhimanyu Maharana August 22, 2026 ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି ବେଦାନ୍ତର ୧୦୦% ମହିଳା ଅପରେଟର by Proprietor Abhimanyu Maharana August 22, 2026