Home ଓଡ଼ିଶା କୋଟଗଡ଼ ଅଭୟାରଣ୍ୟରେ ହାତୀ ଆତଙ୍କ : କପା,ମୁଗ,ବିରି ଫସଲ ନଷ୍ଟ by Proprietor Abhimanyu Maharana 8 months ago Share on FacebookShare on TwitterWhatsapp ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ । ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ ଓ ଦୁର୍ଗାପାଙ୍ଗା ସେକ୍ସନର କିଛି ଅଞ୍ଚଳରେ ଉତ୍ପାତ କରୁଛନ୍ତି ୮ଟିକିଆ ହାତୀ ପଲ । ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ଅଞ୍ଚଳରୁ ୮ଟିକିଆ ହାତୀପଲ ଲାସେରୀ ଓ ଦୁର୍ଗାପାଙ୍ଗା ଅଞ୍ଚଳକୁ ପଶି ଆସିଥିବା ବେଳେ ଅଞ୍ଚଳର କିଛି ଚାଷୀଙ୍କ କପା, ବିରି,ମୁଗ ଆଦି ଫସଲ ହାତୀପଲ ନଷ୍ଟ କରିଥିବା ସୂଚନା ମିଳିଛି । ସେପଟେ ହାତୀର ଗତିପଥ ଉପରେ ତୀକ୍ଷ୍ଣ ନଜର ରଖିବା ସହ ହାତୀ ଘଉଡ଼ାଇବାକୁ ବନ ବିଭାଗ ପକ୍ଷରୁ ପ୍ରୟାସ ଜାରି ରହିଛି । ଅନ୍ୟପଟେ ଅଞ୍ଚଳବାସୀଙ୍କୁ ସଚେତନ କରାଇବା ସହ କ୍ଷୟକ୍ଷତିର ଆକଳନ କରୁଛି ବନବିଭାଗ । Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ଯକ୍ଷ୍ମା ରୋଗୀ ଙ୍କୁ ପୋଷଣ ବଣ୍ଟନ କାର୍ଯ୍ୟକ୍ରମ by Proprietor Abhimanyu Maharana August 21, 2026 ସିଣ୍ଟେକ୍ସ ପିଓର ସହିତ ସ୍ୱାସ୍ଥ୍ୟ ଏବଂ ସ୍ୱଚ୍ଛତାର ସୁରକ୍ଷା by Proprietor Abhimanyu Maharana August 21, 2026 ଦେଶର ଭବିଷ୍ୟତ ଏଆଇ ଶ୍ରମଶକ୍ତି ଗଠନ ପାଇଁ କିଟ୍ ବିଶ୍ୱବିଦ୍ୟାଳୟ ସହ ଏଆଇ ସେଣ୍ଟର ଅଫ୍ ଏକ୍ସଲେନ୍ସ ପ୍ରତିଷ୍ଠା କରିବ ପ୍ରୋଟିଭିଟି ମେମ୍ବର ଫାର୍ମ ଫର୍ ଇଣ୍ଡିଆ by Proprietor Abhimanyu Maharana August 21, 2026 କଣ୍ଟାବାଞ୍ଜି ପ୍ରେସ୍ କ୍ଲବର ଷଷ୍ଠ ବାର୍ଷିକୀ ଧୂମଧାମରେ ପାଳିତ by Proprietor Abhimanyu Maharana August 21, 2026 କଣ୍ଟାବାଞ୍ଜି ମହିଳା କଲେଜରେ ଶକ୍ତିଶ୍ରୀ ଆତ୍ମସୁରକ୍ଷା ଶିବିର ଉଦ୍ଘାଟିତ by Proprietor Abhimanyu Maharana August 21, 2026 SDI Bhubaneswar @5 – Celebrating Five Years of the Permanent Campus by Proprietor Abhimanyu Maharana August 21, 2026