ରାଜ୍ୟରେ ବେଆଇନ ବନ୍ଧୁକ ଚୋରା ଚାଲାଣ, ମାରଣାସ୍ତ୍ର ଓ ଅପରାଧିକ କାର୍ଯ୍ୟକଳାପ ରୋକିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଲଗାତାର କଠୋର ପଦକ୍ଷେପ ଗ୍ରହଣ କରାଯାଉଛି
ଅସାମାଜିକ ବ୍ୟକ୍ତିଙ୍କ ବିରୋଧରେ କଠୋର ପଦକ୍ଷେପ ନେବାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି । ସେହି ଅନୁଯାୟୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାରଙ୍କ ତତ୍ୱାବଧାନରେ ରାଜ୍ୟର ସମସ୍ତ ଜିଲ୍ଲାର ଏସପି “ଅପରେସନ୍ ଧରପଗଡ” ଅଭିଯାନରେ ସାମିଲ ହୋଇଥିଲେ ।
Related Content
ଏକ ଦିବସୀୟ ଫୁଟବଲ୍ ମ୍ୟାଚ୍ ଅନୁଷ୍ଠିତ
by
Proprietor Abhimanyu Maharana
August 3, 2026
ନୟାଗଡ଼ ଜିଲ୍ଲାର ସାହିତ୍ୟିକ ପରିଚୟ ପୁସ୍ତକ ଲୋକାର୍ପିତ
by
Proprietor Abhimanyu Maharana
August 3, 2026
ପୁରୀ ଜିଲ୍ଲା ରେ ୧୪ ଟି ପଞ୍ଚାୟତ ର ୧୯ ଟି ଗ୍ରାମ ବନ୍ୟା ପ୍ରଭାବିତ
by
Proprietor Abhimanyu Maharana
August 3, 2026
ଜ୍ଞାନ ବିଜ୍ଞାନ ମେଳା
by
Proprietor Abhimanyu Maharana
August 3, 2026
ଦେବୀ ନଦୀର କଣ୍ଟିସାଳ ଠାରେ ବନ୍ଧରୁ ଖସୁଛି ଅତଡ଼ା : ଭୟବିତ ଗ୍ରାମବାସୀ
by
Proprietor Abhimanyu Maharana
August 3, 2026
TANISHQ INTRODUCES DIAMOND EXPERTISE CENTRE ACROSS THREE STORES IN ODISHA, REDEFINING TRANSPARENCY IN DIAMOND BUYING
by
Proprietor Abhimanyu Maharana
August 3, 2026