କେ ଏମ ଭାଲିଆସାହିରେ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା

ଜିଲ୍ଲାର ସାତଟି ବ୍ଲକରୁ ୧୪୭ ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ପ୍ରତି ବିଭାଗରୁ ଶ୍ରେଷ୍ଠ ପ୍ରଦର୍ଶିତ ପ୍ରକଳ୍ପ ଗୁଡ଼ିକ ରାଜ୍ୟ ସ୍ତରକୁ ମନୋନୀତ ହେବା ସହିତ ସେମାନଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା । ଏହି ଅବସରରେ କେ ଏମ ଭାଲିଆ ସାହି ଉଚ୍ଚ ବିଦ୍ୟାଳୟର ଛାତ୍ରୀ ସ୍ଵୟମପ୍ରଜ୍ଞା ପ୍ରଧାନ ଉତ୍ତମ ପ୍ରଦର୍ଶନ କରି ରାଜ୍ୟ ସ୍ତରକୁ ମନୋନୀତ ହୋଇଛନ୍ତି । ଯୁଧିଷ୍ଠିର ପାଇକ ମଞ୍ଚ ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନେ ସହଯୋଗ କରିଥିଲେ ।
Related Content
Bajaj Finance Empowers Rural Odisha with Financial Literacy and Cyber Fraud Awareness
by
Proprietor Abhimanyu Maharana
September 22, 2026
Karishma from Odisha AM/NS India Gymanstics High Performance Centre wins silver at Pharaohs Cup 2026
by
Proprietor Abhimanyu Maharana
September 22, 2026
ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ
by
Proprietor Abhimanyu Maharana
September 22, 2026
Odisha Assembly Witness Tense Scenes Over MMDR Act and Textbook Blunders; BJP Slams Opposition Walkout Naveen Patnaik left Assembly
by
Proprietor Abhimanyu Maharana
September 22, 2026
ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ : ଶୋକ ପ୍ରସ୍ତାବ ଆଗତ
by
Proprietor Abhimanyu Maharana
September 22, 2026
Nandan Dwibedi receives Yuva Bharati Samman
by
Proprietor Abhimanyu Maharana
September 22, 2026