ଖୋର୍ଦ୍ଧା ଜିଲ୍ଲା ଜଟଣୀ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର) ଜଟଣୀ :- ଖୋର୍ଦ୍ଧା ଜିଲ୍ଲା ଜଟଣୀ ସ୍ଥିତ ବାଛରା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଅଷ୍ଟାଦଶ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ପରିଚାଳନା କମିଟି ର ସଭାପତି ପ୍ରଦୀପ୍ତ ପଟ୍ଟନାୟକ ଓ ସମ୍ପାଦକ ଶ୍ରୀ ବିଶ୍ୱଜିତ ଭଞ୍ଜ ଙ୍କ ମିଳିତ ସହଯୋଗରେ ମହାଆଡମ୍ବରରେ ରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୂଖ୍ୟ ଅତିଥି ଶ୍ରୀମତୀ ଜୟନ୍ତୀ ଛୋଟରାୟ ଥିବାଵେଳେ ସମ୍ନାନୀତ ଅତିଥି କାର୍ତ୍ତିକ ଚନ୍ଦ୍ର ଦାସ ଉପସ୍ଥିତ ଥିଲେ ।

