ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ପାହାଡ଼ ପର୍ବତ ଘେରରେ ରହିଥିବା ବେଳେ ସରକାର ଗ୍ରାମାଞ୍ଚଳରେ ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ପ୍ରାଧାନ୍ୟ ଦେଉଛନ୍ତି।ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ରର ଭିତ୍ତିଭୂମିର ବିକାଶ କରିବା ସହସ୍ୱାସ୍ଥ୍ୟ ସେବାରେ ଉନ୍ନତି ଆଣିବା ପାଇଁ କୋଟି କୋଟି ଟଙ୍କା ମଧ୍ୟ ମଞ୍ଜୁର କରାଯାଇ ବିଭିନ୍ନ ନିର୍ମାଣକାରି ସଂସ୍ଥାକୁ ସ୍ୱାସ୍ଥ୍ୟ କେନ୍ଦ୍ରର କୋଠା ନିର୍ମାଣ ଦ୍ବାୟୀତ୍ଵ ଦେଇଥିଲେ ।
