ନିଶାସକ୍ତ ଜ୍ୱାଇଁ ର ଉନ୍ମତ କାଣ୍ଡ : ଜ୍ବାଇଁର ଟାଙ୍ଗିଆ ଛୋଟ ରେ ବୃଦ୍ଧା ଶାଶୁଙ୍କ ମୃତ୍ୟୁ

ଫଳରେ ବୃଦ୍ଧା ଜଣକ ଗୁରୁତର ଆହତ ହୋଇ ରକ୍ତ ଜୁଡୁବୁଡୁ ଅବସ୍ଥାରେ ତଳେ ପଡ଼ିଯାଇଥିଲେ ।ପରିବାର ଲୋକେ ସଙ୍ଗେ ସଙ୍ଗେ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ କୁ ନେଇ ପ୍ରାଥମିକ ଚିକିତ୍ସା ପରେ ଗୁରୁତର ହେବାରୁ ଫୁଲବାଣୀ ଜିଲ୍ଲା ଚିକିତ୍ସାଳୟ ସ୍ଥାନାନ୍ତରିତ କରିଥିଲେ l ସେପଟେ ଆକ୍ରମଣ କାରୀ ଘଟଣାସ୍ଥଳରୁ ଫେରାର ସୋଇଯାଇଥିବା ବେଳେ ପରିବାର ପକ୍ଷରୁ ଏନେଇ ବର୍ତ୍ତମାନ ସୁଦ୍ଧା ଥାନାରେ କୌଣସି ଅଭିଯୋଗ କରିନଥିବା ଜଣାପଡ଼ିଛି ।
Related Content
ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ
by
Proprietor Abhimanyu Maharana
August 19, 2026
ଜିଲ୍ଲା ପ୍ରଶାସନ ଙ୍କ ସମେତ ବହୁ ବିଧାୟକ ଙ୍କ ଖଣ୍ଡପଡ଼ା ସୁନାମୁହିଁ ଡ୍ୟାମ ପରିଦର୍ଶନ
by
Proprietor Abhimanyu Maharana
August 19, 2026
Rashtriya Prabasi Odia Paribar hosts Health Camp
by
Proprietor Abhimanyu Maharana
August 19, 2026
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ
by
Proprietor Abhimanyu Maharana
August 19, 2026
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ
by
Proprietor Abhimanyu Maharana
August 19, 2026
Rupa Dash conducts Workshops on Financial Freedom
by
Proprietor Abhimanyu Maharana
August 19, 2026