ବାଲିପାଟଣା (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଖୋର୍ଦ୍ଧା ଜିଲ୍ଲା , ଜୟଦେବ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲିପାଟଣା ସ୍ଥିତ ମା ଗିରୀଙ୍ଗେଶ୍ୱରି ମନ୍ଦିର ନିକଟରେ ସିଦ୍ଧି ବିନାୟକ ଚାରିଟେବୁଲ ଟ୍ରଷ୍ଟ, ଜୟଦେବ ବିକାଶ ମଞ୍ଚ, ଡାକ୍ତର ଅଗ୍ରୱାଲ ଆଇ ହସ୍ପିଟାଲ ଏଵଂ ଦିଶା ହେଲଥ ସେଣ୍ଟରର ମିଳିତ ଆନୁକୁଲ୍ୟରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ମାଗଣା ଚକ୍ଷୁ ଚିକିତ୍ସା ସେବା ଶିବିର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସିଦ୍ଧି ବିନାୟକ ଚାରିଟେବୁଲ ଟ୍ରଷ୍ଟର ଅଧ୍ୟକ୍ଷ ସତ୍ୟପ୍ରିୟ ବେହେରା, ଅଭିନେତ୍ରୀ ବିଦୁସ୍ମିତା ମନ୍ତ୍ରୀ, ଶୀତଲ ପାଢ଼ୀ,
