ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- କିଟ୍ ରେ ସାମାଜିକ ଏବଂ ଶିକ୍ଷାଗତ ଚେସ୍ (ସୋସିଆଲ୍ ଆଣ୍ଡ ଏଜୁକେସନାଲ୍ ଚେସ୍) ଉପରେ ଦୁଇ ଦିନିଆ ଅନ୍ତର୍ଜାତୀୟ ସମ୍ମିଳନୀ ବୁଧବାର ଉଦ୍ଘାଲଟିତ ହୋଇଯାଇଛି । ଏହାକୁ ଅନ୍ତର୍ଜାତୀୟ ଚେସ୍ ଫେଡେରେସନ୍ (ଏଫ୍ଆଇଡିଇ)ର ଉପସଭାପତି ତଥା ଭାରତୀୟ ଗ୍ରାଣ୍ଡ ମାଷ୍ଟର ବିଶ୍ୱନାଥନ୍ ଆନନ୍ଦ ଉଦ୍ଘାଇଟିନ କରିଥିଲେ । ଭାରତରେ କିଟ୍ରେ ପ୍ରଥମ ଥର ଲାଗି ଚେସ୍ର ଏଭଳି ମହାକୁମ୍ଭ ଅନୁଷ୍ଠିତ ହେଉଛି ।

