ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଆୟୋଜିତ ସିଜିନ-୩ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ରଣପୁର ବ୍ଲକ ଅଡିସନ ଆସନ୍ତା ୧୮ ତାରିଖ ରବିବାର ଦିନ କଳିଙ୍ଗ ଲୋଟସ ସେଣ୍ଟ୍ରାଲ ଏକାଡେମୀ, ରଣପୁର ପରିସରରେ ଅନୁଷ୍ଠିତ ହେବ । ଏନେଇ ଏକ ପ୍ରସ୍ତୁତି ବୈଠକ ଏକାଡେମୀ ପରିସରରେ ବୁଧବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ସଙ୍ଗୀତଧାରା ସମ୍ପାଦକ ତଥା କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ସହ ସମ୍ପାଦକ ପ୍ରଶାନ୍ତ ପଟ୍ଟନାୟକ,
