ଭାପୁର ପ୍ରେସ କ୍ଳବ ପକ୍ଷରୁ ନୂତନ ଥାନା ଅଧିକାରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ଭାପୁର (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଭାପୁର ପ୍ରେସ ବ୍ଲକ ପକ୍ଷରୁ ସୋମବାର ଦିନ ନୂତନ କରି ଫତେଗଡ଼ ଥାନାରେ ଯୋଗ ଦେଇଥିବା ଥାନା ଅଧିକାରୀ ଅଜୟ ସାହୁଙ୍କୁ ତାଙ୍କ କାର୍ଯ୍ୟାଳୟରେ ଭେଟି ଉତ୍ତରୀୟ ଓ ପୁଷ୍ପ ଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା କରିଛନ୍ତି.

ଏହି ଅବସରରେ ଭାପୁର ପ୍ରେସ କ୍ଲବର ସଭାପତି ରଞ୍ଜନ କୁମାର ମହାପାତ୍ର, ସଭ୍ୟ ମଳୟ କୁମାର ପଣ୍ଡା, ପ୍ରତାପ ଚନ୍ଦ୍ର ପଣ୍ଡା, ଜ୍ୟୋତିରଞ୍ଜନ ମହାରଣା ପ୍ରମୁଖ ଉପସ୍ଥିତ ଥିଲେ.

Exit mobile version