ମୁମ୍ବାଇ ନିକଟ ଭିୱାଣ୍ଡିରେ ୩ ମହଲା କୋଠା ଭୁଶୁଡ଼ି ପଡ଼ିବା ଯିବା ଯୋଗୁ ୮ଜଣଙ୍କ ମୃତ୍ୟୁ ଘଟିଛି ।

ଓଡ଼ିଶା ତାଜା ନ୍ୟୁଜ (୨୧ ସେପ୍ଟେମ୍ବର ସୋମବାର) ମୁମ୍ବାଇ :- ମୁମ୍ବାଇ ନିକଟ ଭିୱାଣ୍ଡିରେ ୩ ମହଲା କୋଠା ଭୁଶୁଡ଼ି ପଡ଼ିବା ଯିବା ଯୋଗୁ ୮ଜଣଙ୍କ ମୃତ୍ୟୁ ଘଟିଛି। ଭଗ୍ନାବଶେଷ ତଳୁ ୫ ଜଣଙ୍କୁ ଉଦ୍ଧାର କରାଯାଇଛି । ରାତି ୩ଟା ୪୦ମିନିଟ୍‌ ସମୟରେ ଭିୱାଣ୍ଡିର ପଟେଲ୍‌ କମ୍ପାଉଣ୍ଡ୍‌ରେ ଅଞ୍ଚଳରେ ଥିବା ଏହି ୩ ମହଲା କୋଠା ଭୁଶୁଡ଼ି ପଡ଼ିଥିଲା।

Exit mobile version