ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ନୟାଗଡ଼ ସାମ୍ବାଦିକ ଭବନ ପକ୍ଷରୁ ଆଜି ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ପାଣିପୋଇଲା ଚିନିକଳ ନିକଟରେ ଥିବା ଏକ ଫାର୍ମ ହାଉସରେ ଅନୁଷ୍ଠିତ ହୋଇଯାଇଛି । ସାମ୍ବାଦିକ ଭବନ ସଭାପତି ବୈଦ୍ୟଭୂଷଣ ମହାପାତ୍ରଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଭାପୁର ବ୍ଲକ ଉପାଧ୍ୟକ୍ଷ ବେଣୁଧର ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ନାୟକ,
