ନୟାଗଡ (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଚାରି ଗଡ଼ଜାତର ଗୌରବମୟ ଗାଥାକୁ ନେଇ ଯୁବ ଐତିହାସିକ ପ୍ରଶାନ୍ତ ଦାସଙ୍କ ଲିଖିତ ନୟଗାଡ ଇତିହାସ ଶୁକ୍ରବାର ଉନ୍ମୋଚିତ ହୋଇଯାଇଛି ଏହି ଅବସରରେ ନୟାଗଡ ଜଗନ୍ନାଥ ମନ୍ଦିର ପରିସରରେ ଥିବା ମା ସରସ୍ଵତୀ ଦେବୀଙ୍କ ମନ୍ଦିର ପ୍ରାଙ୍ଗଣରେ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ସଂଯୋଜନାରେ ଅନୁଷ୍ଠିତ ପୁସ୍ତକ ଉନ୍ମୋଚନ କାର୍ଯ୍ୟକ୍ରମରେ ଅତିଥି ଭାବେ ସାହିତ୍ୟିକ ପ୍ରଦୀପ୍ତ ପଟ୍ଟନାୟକ,
