ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ତରଫରୁ ପଦ୍ମଶ୍ରୀ ଶରତ ପାତ୍ରଙ୍କୁ ସମ୍ବର୍ଦ୍ଧନା

ବାଙ୍କୀ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ସୁବାସ ପାଢ଼ୀଙ୍କ ନିର୍ଦ୍ଦେଶକ୍ରମେ ଆଜି ନୂଆପାଟଣା ଗ୍ରାମର ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ବାନ୍ଧଶିଳ୍ପୀ କାରିଗର ଶରତ ପାତ୍ର ପଦ୍ମଶ୍ରୀ ପାଇଁ ମନୋନୀତ ହୋଇଥିବାରୁ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି ।

କାର୍ଯ୍ୟକ୍ରମରେ ବ୍ୟାଙ୍କର ସଂପାଦକ, ତିଗିରିଆ ଶାଖାର ନିର୍ଦ୍ଦେଶିକା ପ୍ରମୁଖ ଉପସ୍ଥିତ ରହି ଶ୍ରୀପାତ୍ରଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ ।

Exit mobile version