ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ ଅଫ୍ ଇଣ୍ଡିଆ (ଏନଏସଇ) ନିକଟରେ ସିକ୍ୟୁରିଟିଜ ଆଣ୍ଡ ଏକ୍ସଚେଞ୍ଜ ବୋର୍ଡ ଅଫ୍ ଇଣ୍ଡିଆ (ସେବି)ଠାରୁ ଏହାର ପ୍ରସ୍ତାବିତ ଇନିସିଆଲ ପବ୍ଲିକ ଅଫରିଙ୍ଗ (ଆଇପିଓ) ପାଇଁ ନୋ ଅବ୍ଜେକ୍ସନ ସାର୍ଟିଫିକେଟ (ଏନଓସି) ହାସଲ କରିଛି । ଯାହାକି ଏକ୍ସଚେଞ୍ଜର ଅଭିବୃଦ୍ଧି ଯାତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ନିୟାମକୀୟ ସଫଳତାକୁ ଚିହ୍ନିତ କରୁଛି ।
