Home ଓଡ଼ିଶା ବାଲିକପିଳେଶ୍ୱର ପୀଠରେ ବନ୍ତି ମେଲଣ by Proprietor Abhimanyu Maharana 6 months ago Share on FacebookShare on TwitterWhatsapp କୋଣାର୍କ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଗୋପ ବ୍ଳକ ଅଧୀନ କୋଣାର୍କ-ପୁରୀ ବେଳାମାର୍ଗ ମୁଖ୍ୟ ରାସ୍ତା ନିକଟ ବାବା ବାଲିକପିଳେଶ୍ବର ପୀଠରେ ଚଳିତବର୍ଷ ବନ୍ତିମେଲଣ ଅନୁଷ୍ଠିତ ହୋଇଯାଇଛି। ଅଗ୍ନି ଉତ୍ସବ ପରଦିନ ଏହି ପୁରାତନ ମେଳଣ ଆରମ୍ଭ ହୁଏ । ଏହି ମେଳନରେ ଠାକୁର ମାନଙ୍କ ସମାଗମ ହେବା ସହ ଆଖ ପାଖ ଅଞ୍ଚଳର ସୁତନ, ତରକୋର, ଟିକନା ସମେତ ଗୋପ ବ୍ଲକ ପାଖ ବ୍ଳକର ବିଭିନ୍ନ ଗ୍ରାମରୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ ପରିଲକ୍ଷିତ ହୋଇଥିଲା । ଏହି ମେଳଣରେ ମହିଳାଙ୍କ ଗହଳି ବିଶେଷ ଭାବେ ଦେଖିବାକୁ ମିଳିଥିଲା l Categories: ଓଡ଼ିଶା, ପୁରୀ, ହୋମ୍ Related Content ପ୍ରିୟ ରାଜସୁନାଖଳା ଯୁବ କମିଟି ପକ୍ଷରୁ ରକ୍ତ ଦାନ ଶିବିର by Proprietor Abhimanyu Maharana August 16, 2026 ଭୟଙ୍କର ଅଗ୍ନିକାଣ୍ଡ : ଜଳିଗଲା ସମ୍ପୂର୍ଣ୍ଣ ଘର, ୧୦ ଟି ଅର୍ଦ୍ଧ ଦଗ୍ଧ ଗାଈ, ଓ ଦୁଇ ଜଣ ମଣିଷ by Proprietor Abhimanyu Maharana August 16, 2026 ବାଲିପାଟଣା ଅଞ୍ଚଳର ବିଭିନ୍ନ ଶିକ୍ଷା ଅନୁଷ୍ଠାନ ପକ୍ଷରୁ ସ୍ୱାଧୀନତା ଦିବସ ପାଳିତ by Proprietor Abhimanyu Maharana August 16, 2026 ବେଣୁଧର ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ୮୦ ତମ ସ୍ବାଧିନତା ଦିବସ ପାଳିତ by Proprietor Abhimanyu Maharana August 16, 2026 କିଙ୍ଗ ପବ୍ଲିକ ଇଂଲିଶ ମିଡିୟମ ସ୍କୁଲ ରେ ୮୦ତମ ସ୍ଵଧାନତା ଦିବସ ପାଳିତ by Proprietor Abhimanyu Maharana August 16, 2026 ମାଲକାନଗିରିରେ ମହାସମାରୋହରେ ୮୦ ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳିତ by Proprietor Abhimanyu Maharana August 16, 2026