ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ବୁଧବାର ସକାଳୁ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶ୍ରୀମନ୍ଦିର କୁ ଯାଇ ଶ୍ରୀବିଗ୍ରହ ଙ୍କୁ ପବିତ୍ର ଦର୍ଶନ କରିଛନ୍ତି| ମହାମହିମ ଶ୍ରୀମନ୍ଦିର ସିଂହଦ୍ୱାରରେ ପହଞ୍ଚିବା ପରେ ତାଙ୍କୁ ଗଜପତି ମହାରାଜା ଦିବ୍ୟସିଂହ ଦେବ, ମାନ୍ୟବର ରାଜ୍ୟପାଳ ଡ. ହରିବାବୁ କମ୍ଭମପତି, ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବରିଷ୍ଠ ସେବାୟତ,
