ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ରାଜ୍ୟ ସରକାରଙ୍କ ଦ୍ବାରା ଜମି ସମ୍ବନ୍ଧୀୟ ସମସ୍ତ ସୁବିଧା ଜନସାଧାରଣଙ୍କୁ ଯୋଗଇ ଦେବାକୁ ପ୍ରତ୍ୟେକ ବ୍ଲକର ତହସିଲ କାର୍ଯ୍ୟାଳୟରେ ଉପନିବନ୍ଧକଙ୍କ କାର୍ଯ୍ୟାଳୟ ଦ୍ଵାରା ସ୍ଥାନୀୟ ଜନସାଧାରଣଙ୍କ ସୁବିଧା ସୁଯୋଗ ଯୋଗାଇବାକୁ ଲକ୍ଷ୍ୟ ରଖାଯାଇଛି। ଦ୍ୱିତୀୟ ପର୍ଯ୍ୟାୟରେ ଆଭାସୀ ମାଧ୍ୟମରେ ମାନ୍ୟବର ମୁଖମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କ କରକମାଳରେ ଉପନିବନ୍ଧକ କାର୍ଯ୍ୟାଳୟ ଶୁଭ ଉଦଘାଟନ ଓ “ଆମ ସାଥୀ “
