
ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଆନ୍ତର୍ଜାତୀୟ ପର୍ଯ୍ୟଟନ ଓ ତୀର୍ଥକ୍ଷେତ୍ର ଶ୍ରୀକ୍ଷେତ୍ର । ପୁରୀରେ ବହୁ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଖେଳାଳି ରହିଛନ୍ତି । ପୁରୀରେ କ୍ରୀଡା ଓ ଯୁବ ବ୍ଯାପାର ବିଭାଗର ଉର୍ନତି ପାଇଁ ସ୍ବେଚ୍ଛାସେବୀ ଅନୁଷ୍ଠାନ ସମ୍ପର୍କ ପକ୍ଷରୁ କେନ୍ଦ୍ର କ୍ରୀଡା ଓ ଯୁବ ବ୍ଯାପାର ,

