ମହାନଦୀ ଉପରେ ମନ୍ତବ୍ୟ ଦେବା ପରିବର୍ତ୍ତେ ଆନ୍ତରିକତା ଓ ପ୍ରତିବଦ୍ଧତା ଦେଖାନ୍ତୁ ଆଡଭୋକେଟ ଜେନେରୋଲ : ବିଜେଡି

ମାନ୍ୟବର ବିରୋଧୀ ଦଳ ନେତା ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ କହିଛନ୍ତି, ମହାନଦୀ ଆମର ମାଆ, ଓଡିଶାର ଜୀବନ ରେଖା, ଲକ୍ଷ ଲକ୍ଷ ଚାଷୀ, ମତ୍ସ୍ୟଜୀବୀ ତଥା ଅଗଣିତ ଓଡିଆଙ୍କ ଜୀବନର ସ୍ରୋତ । ଏହାର ସୁରକ୍ଷାରେ ସାଲିସକୁ ଓଡିଶାବାସୀ କଦାପି ଗ୍ରହଣ କରିବେ ନାହିଁ । ତେଣୁ ଲଘୁ ମନ୍ତବ୍ୟ ଦେବାରୁ କ୍ଷାନ୍ତ ରହି ଆଡଭୋକେଟ ଜେନେରାଲ ଏଭଳି ସ୍ପର୍ଶକାତର ପ୍ରସଙ୍ଗରେ ନିଜର ଆନ୍ତରିକତା ଓ ପ୍ରତିବଦ୍ଧତା ପ୍ରଦର୍ଶନ କରନ୍ତୁ ।
Related Content
ରାଜ୍ୟ ସ୍ତରୀୟ ‘ଆଙ୍ଗନ୍ କା ଉତ୍ସବ’ ଓ ୯ମ ରାଷ୍ଟ୍ରୀୟ ପୋଷଣ ମାସ ପାଳନ ଉତ୍ସବରେ ଯୋଗଦେଲେ - ମୁଖ୍ୟମନ୍ତ୍ରୀ
by
Proprietor Abhimanyu Maharana
September 30, 2026
ଶ୍ରୀ ଲକ୍ଷ୍ମୀଧର ବିଶୋଇଙ୍କ ପରଲୋକରେ ସାରା କୁମ୍ଭାରପଡ଼ାରେ ଶୋକର ଛାୟା
by
Proprietor Abhimanyu Maharana
September 29, 2026
ନୟାଗଡ଼ ମ୍ୟୁନିସ୍ ପାଲ୍ ଟି, ସ୍ୱାସ୍ଥ୍ୟ ସେବା ପରୀକ୍ଷା ଶିବିର ୧୪୨ ଜଣ ସଫେଇ କର୍ମଚାରୀ ସାମିଲ
by
Proprietor Abhimanyu Maharana
September 29, 2026
"ଜାତିର ସ୍ୱର" ର ୬ଷ୍ଠ ବାର୍ଷିକୋତ୍ସବ ପାଳନ
by
Proprietor Abhimanyu Maharana
September 29, 2026
ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ
by
Proprietor Abhimanyu Maharana
September 29, 2026
ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା
by
Proprietor Abhimanyu Maharana
September 29, 2026