ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡା ର ଗର୍ବ ଓ ଗୌରବ ଦିଲ୍ଲୀପ ପାତ୍ର । ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତାରେ ଗୋଲ୍ଡ ମେଡାଲ ହାସଲ କରି ବାଲିଗୁଡା ପାଇଁ ଗୌରବ ଅଣିଛନ୍ତି ଦିଲ୍ଲୀପ । ଭୁବନେଶ୍ଵର ସ୍ଥିତ ଉତ୍କଳ ମଣ୍ଡପ ରେ ଆୟୋଜିତ ଜାତୀୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ରେ ଦେଶ ର ୧୫୦ ଜଣ ପ୍ରତିଯୋଗୀ ଙ୍କୁ ପଛରେ ପକାଇ ସମସ୍ତ ବିଭାଗ ରେ ଗୋଲ୍ଡ ମେଡାଲ ହାସଲ କରିଛନ୍ତି ଦିଲ୍ଲୀପ ।

