ସାମାନ୍ୟ ବଚସାରୁ ଗୋଡେଇ ଗୋଡେଇ ଟାଙ୍ଗିଆ ରେ ହାଣି ହତ୍ୟା

କିନ୍ତୁ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟ ରେ ଡାକ୍ତର ଡକିଲା ମଲିକଙ୍କୁ ମୃତ ଘୋଷଣା କରିଥିଲେ । ଏପଟେ ଖବର ପାଇ ବାଲିଗୁଡ଼ା ଥାନା ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ଅଭିଯୁକ୍ତ ଜପ ମଲିକ ଙ୍କୁ ଗିରଫ କରିବା ସହ ତଦନ୍ତ ଅବ୍ୟାହତ ରଖିଥିବା ଜଣାପଡିଛି l ଡକିଲା ମଲ୍ଲିକ ଙ୍କ ଶବ ବ୍ୟବଚ୍ଛେଦ ପରେ ପରିବାର ବର୍ଗ ଙ୍କୁ ହସ୍ତାନ୍ତର କରିଥିବା ବିଷୟ ବାଲିଗୁଡ଼ା ଥାନା ଅଧିକାରୀ ଶିବ ଶଙ୍କର ସିଙ୍ଗ ସୂଚନା ଦେଇଛନ୍ତି ।
Related Content
State Panchayati Raj Minister Meets Union Minister to Discuss Housing and Rural Development in Odisha
by
Proprietor Abhimanyu Maharana
August 11, 2026
ଓଡ଼ିଶାର ଆବାସ ଓ ଗ୍ରାମୀଣ ବିକାଶ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଆଲୋଚନା
by
Proprietor Abhimanyu Maharana
August 11, 2026
Bajaj Finance Conducts Financial Literacy Programs in Rural Odisha
by
Proprietor Abhimanyu Maharana
August 11, 2026
ରାଜସୁନାଖଳା ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ
by
Proprietor Abhimanyu Maharana
August 11, 2026
ସରକାରୀ ଉଚ୍ଚ ବିଦ୍ୟାଳୟର ୬୮ତମ ପ୍ରତିଷ୍ଠା ଦିବସ
by
Proprietor Abhimanyu Maharana
August 11, 2026
ରଣପୁର ଏନଏସି ପକ୍ଷରୁ ହର ଘର ତିରଙ୍ଗା ଶୋଭାଯାତ୍ରା
by
Proprietor Abhimanyu Maharana
August 10, 2026