ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଚଳିତ ବର୍ଷ ୨୦୨୫-୨୬ ଶିକ୍ଷାବର୍ଷର ବୃତ୍ତି ପରୀକ୍ଷାରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ପଞ୍ଚମ ଶ୍ରେଣୀ ଛାତ୍ରୀ ସୁଶ୍ରୀ ସୁଲଗ୍ନା ପଣ୍ଡା ଦ୍ଵିତୀୟ ସ୍ଥାନ ଅଧିକାର କରିଥିବା ବେଳେ ତୃତୀୟ ଶ୍ରେଣୀର ଛାତ୍ର ଶ୍ରୀବର୍ଦ୍ଧନ ମଲ୍ଲିକ ଷଷ୍ଠ ସ୍ଥାନ ଅଧିକାର କରି କୃତିତ୍ୱ ଅର୍ଜନ କରିଛନ୍ତି l

