ଆର, ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଗଜପତି ଜିଲ୍ଲା ନୂଆଗଡ ବ୍ଲକ ସ୍ଥିତ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ, ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ପୃଥ୍ଵୀରାଜ ମଣ୍ଡଳ, ଉପଜିଲ୍ଲାପାଳ ଅନୁପ ପଣ୍ଡା,

