Home ଓଡ଼ିଶା ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଫେବୃୟାରୀ ମାସର ସାରସ୍ୱତ ଆସର ଅନୁଷ୍ଠିତ by Proprietor Abhimanyu Maharana 7 months ago Share on FacebookShare on TwitterWhatsapp ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଫେବୃୟାରୀ ମାସର ସ୍ୱାରସ୍ବତ ଆସର ଲୋକସେବା ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ସାହିତ୍ୟ ସଭାରେ ସଭାପତିତ୍ୱ କରିଥିଲେ ସୁଶାନ୍ତ ଧର । ସଂଯୋଜନା କରିଥିଲେ ବିଜନବାଳା ପାଟଯୋଷି । ବନ୍ଦିତା ଦାଶ,କାହ୍ନୁ ଚରଣ ଦାସ, ପୁଷ୍ପାଞ୍ଜଳି ବିଶୋୟୀ, ସୁଶାନ୍ତ ଧର,ପୀୟୂଷ ରଞ୍ଜନ ପରିଡା, ସଞ୍ଜୟ ଆନନ୍ଦ କୁମାର ତ୍ରିପାଠୀ , ସ୍ମୃତି ନାଥ ଓ ଲୋକନାଥ ସାହୁ ସ୍ୱରଚିତ କବିତା ପାଠ କରିଥିଲେ । ବିଜନବାଳା ପାଟଯୋଷି , ମୌସୁମୀ ଦାସ ,ରଶ୍ମିତା ମହାନ୍ତ ଓ ସର୍ବଜିତ ଶ୍ରୀଚନ୍ଦନ ସ୍ୱରଚିତ ଗଳ୍ପ ପାଠ କରିଥିଲେ । ସଭା ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ବନ୍ଦିତା ଦାଶ । ପରିଷଦର ୟୁ ଟ୍ୟୁବ ପତ୍ରିକା ର ପ୍ରଚାର ପ୍ରସାର ପାଇଁ ସମସ୍ତେ ଯତ୍ନବାନ ହେବାକୁ ପ୍ରସ୍ତାବ ଗୃହୀତ ହୋଇଥିଲା । Categories: ଓଡ଼ିଶା, ବଲାଙ୍ଗିର, ମନୋରଞ୍ଜନ, ମହାନଗର, ହୋମ୍ Related Content ‘ଗୋ-ଧନ’ ଜରିଆରେ ଓଡ଼ିଶାର ଦୁଗ୍ଧଚାଷୀଙ୍କୁ ସଶକ୍ତ କରିବ ହଟ୍ସନ୍ ଏଗ୍ରୋ by Proprietor Abhimanyu Maharana September 28, 2026 HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS by Proprietor Abhimanyu Maharana September 28, 2026 ନୂଆଦିଲ୍ଲୀରେ ତୃତୀୟ ବିଶ୍ୱ ଶାନ୍ତି ସମ୍ମିଳନୀ ଆୟୋଜିତ by Proprietor Abhimanyu Maharana September 28, 2026 New Delhi hosts 3rd World Peace Conclave by Proprietor Abhimanyu Maharana September 28, 2026 କବିରାଜ ଙ୍କ ଘର ନାହିଁ, ବଢ଼ିଲାନି ଭତ୍ତା : ପ୍ରତିଶ୍ରୁତିରେ ଅଟକିଛି ସରକାରୀ ସହାୟତା by Proprietor Abhimanyu Maharana September 28, 2026 ରୋଗୀ’ ନୁହେଁ, ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ : ଆମ୍ବୁଲାନ୍ସ, କାର୍ ଓ ପିକ୍ଅପ୍ ଭ୍ୟାନ୍ ଜବତ, ୬ ଗିରଫ by Proprietor Abhimanyu Maharana September 28, 2026