ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ ୯୨ତମ ସଂସ୍କୃତି ଚର୍ଚ୍ଚା ସମ୍ପାନ ସମାରୋହ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ଉତ୍ସବରେ ମୁଖ୍ୟ ବକ୍ତା ଭାବରେ ଯୋଗଦାନ କରିଥିଲେ ବିଶିଷ୍ଟ ଲେଖକ, ସମ୍ପାଦକ ଏବଂ ଶିକ୍ଷାବିତ୍ ଡକ୍ଟର ଗୌରହରି ଦାସ । ମୁଖ୍ୟ ଅତିଥିଭାବରେ ଯୋଗଦାନ କରିଥିଲେ ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ, ଶ୍ରୀଯୁକ୍ତ ଦେବ ପ୍ରସାଦ ଦାଶ,
