ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ସ୍ଥାନୀୟ ବୁଦ୍ଧ ମନ୍ଦିର ପରିସରରେ ଓଡିଶା ଉଦ୍ୟୋଗୀ ପରିବାରର ସମ୍ପର୍କରେ ଆଲୋଚନା, ସମୀକ୍ଷା ବିଶିଷ୍ଟ ସମାଜସେବୀ, ଶିବ ନାରାୟଣ ମିଶ୍ରଙ୍କ ସଭାପତିତ୍ବ ଓ ଶ୍ରୀକାନ୍ତ ଶେଖର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି କ୍ଷ ସଭାପତି ଶ୍ରୀଯୁକ୍ତ ମିଶ୍ର ଉଦ୍ୟୋଗୀଙ୍କ ସୁରକ୍ଷା, ସମ୍ମାନ ଓ ସମୃଦ୍ଧି ଉପରେ ବିଷଦ ଆଲୋଚନା କରିବା ସହିତ, ଉଦ୍ୟୋଗଙ୍କ ଆର୍ଥିକ ସମସ୍ୟା,
