ଜଟଣୀ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଜଟଣୀର ଅଗ୍ରଣୀ ସାମାଜିକ ସଂଗଠନ “ମୋ ପରିବାର”ର ପ୍ରତିଷ୍ଠାତା ଶୁଭେନ୍ଦ୍ର ଶତପଥୀଙ୍କ ନୀତି ନିୟମ ଓ ସଂସ୍କାର ପାଇଁ ସବୁବେଳେ ନିଆରା କାର୍ଯ୍ୟ ପାଇଁ ପ୍ରଶଂସା ହେବା ସହ ସମ୍ବର୍ଦ୍ଧିତ ହେଉଛି l ଯାଜପୁର ଜିଲାର ସାମାଜିକ ସଂଗଠନ କନକ ମହାବୀର ଆଶାର ଆଲୋକ ଫାଉଣ୍ଡେସନ ଟ୍ରଷ୍ଟର ପ୍ରଥମ ବାର୍ଷିକ ଉତ୍ସବ ଧର୍ମଶାଳାର ଜାରକା ସ୍ଥିତ ଗୋକର୍ଣ୍ଣେଶ୍ୱର ମନ୍ଦିର ପରିସରରେ ଆୟୋଜନ ହୋଇଥିଲା l
