ବିଜୁ ଜୟନ୍ତୀ ପାଳିତ

ବିଜେଡି ମହିଳା ସଭାନେତ୍ରୀ ବିରଜାଲକ୍ଷ୍ମୀ ସାହୁ ପ୍ରମୂଖ ଉପସ୍ଥିତ ରହି ବିଜୁ ବାବୁଙ୍କ ଉପରେ ବକ୍ତବ୍ୟ ରଖିଥିଲେ । ଆୟୋଜିତ କାର୍ଯ୍ୟକ୍ରମରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ ଓ କର୍ମୀମାନେ ଯୋଗ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଶେଖ୍ ନଇମ, ଜିଲ୍ଲା ପରିଷଦ ସଭ୍ୟ ସୁବାଷ ଚନ୍ଦ୍ର କହଁର ପ୍ରମୂଖ ଉପସ୍ଥିତ ରହିଥିଲେ ।
- Categories: ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
Related Content
ଭିସ୍ୱାସ୍ ଗ୍ରୁପ୍ ଅଫ୍ ଇନ୍ସ୍ଟିଟ୍ୟୁଟ୍ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା
by
Proprietor Abhimanyu Maharana
March 7, 2026
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ
by
Proprietor Abhimanyu Maharana
March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ
by
Proprietor Abhimanyu Maharana
March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା
by
Proprietor Abhimanyu Maharana
March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର
by
Proprietor Abhimanyu Maharana
March 6, 2026
"କଳାକ୍ଷେତ୍ର"ର ରାଜ୍ୟମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ଜିଲ୍ଲାରେ "କଳାକ୍ଷେତ୍ର ଗାଁ" ପ୍ରତିଷ୍ଠା ଲାଗି ପ୍ରସ୍ତାବିତ କାର୍ଯ୍ୟକ୍ରମ
by
Proprietor Abhimanyu Maharana
March 6, 2026