ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ନୟାଗଡ଼ ସହରରେ ଅବସ୍ଥିତ ଗାଲାକ୍ସି ସ୍ୱାସ୍ଥ୍ୟ ବୀମା କମ୍ପାନୀ ପକ୍ଷରୁ ଆଜି ଏକ ମେଗା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ନୟାଗଡ଼ ସାମ୍ବାଦିକ ଭବନଠାରେ ଆୟୋଜିତ ହୋଇଯାଇଛି । ଆପୋଲ ହସ୍ପିଟାଲ ପକ୍ଷରୁ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯାଇଛି । ଭେଷଜ ବିଶେଷଜ୍ଞ ଡା. ପ୍ରେମାନନ୍ଦ ପଟ୍ଟନାୟକ ସ୍ୱାସ୍ଥ୍ୟ ପରାମର୍ଶ ପ୍ରଦାନ କରିଥିଲେ ।

