ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ
ଏହି ପଦକ୍ଷେପ ମାଲକାନଗିରି ଜିଲ୍ଲାର ଗ୍ରାମାଞ୍ଚଳରେ ବିକାଶ, ଉନ୍ନତ ଜୀବନଧାରଣ, ଶିକ୍ଷା ଓ ଆଦିବାସୀ ସମ୍ପ୍ରଦାୟର ସମୁଦାୟିକ ଉନ୍ନତି ପାଇଁ ଏକ ପ୍ରଶଂସନୀୟ ପଦକ୍ଷେପ ଭାବେ ବିବେଚନା କରାଯାଉଛି । ସ୍ଥାନୀୟ ଲୋକେ ବିଧାୟକଙ୍କ ଏହି ଦୂରଦୃଷ୍ଟିସମ୍ପନ୍ନ ଉଦ୍ୟମକୁ ବ୍ୟାପକ ସ୍ୱାଗତ ଜଣାଇଛନ୍ତି । ଏହି ବୈଠକରେ ଜିଲ୍ଳାର ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।
- Categories: ଓଡ଼ିଶା, ମାଲକାନଗିରି, ହୋମ୍
Related Content
ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ
by
Proprietor Abhimanyu Maharana
March 8, 2026
ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ
by
Proprietor Abhimanyu Maharana
March 8, 2026
ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ "ଶକ୍ତି ସ୍ୱରୂପିଣୀ'' କାର୍ଯ୍ୟକ୍ରମ
by
Proprietor Abhimanyu Maharana
March 8, 2026
ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ
by
Proprietor Abhimanyu Maharana
March 8, 2026
ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ
by
Proprietor Abhimanyu Maharana
March 8, 2026
ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ
by
Proprietor Abhimanyu Maharana
March 8, 2026