ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ଯୋଗ୍ୟ ପ୍ରାର୍ଥୀ ତାଲିକା ଗୁରୁବାର ପ୍ରକାଶିତ ହେବ। କୌଣସି ପ୍ରାର୍ଥୀ ଚାହିଁଲେ ଶୁକ୍ରବାର ତାଙ୍କ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିପାରିବେ। ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଆସନ୍ତା ଶନିବାର ପ୍ରକାଶ ପାଇବ। ଆସନ୍ତା ୨୮ ତାରିଖ ସକାଳ ୭:୩୦ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମତଦାନ ହେବ। ୪ଟା ପରେ ଭୋଟ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ ବୋଲି ନିର୍ବାଚନ ଅଧିକାରୀ ଶ୍ରୀ ପ୍ରଧାନ ଜଣାଇଛନ୍ତି।
Related Content
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ
by
Proprietor Abhimanyu Maharana
June 20, 2026
Pattamundai celebrates 80th Birthday of Baraha Samal
by
Proprietor Abhimanyu Maharana
June 19, 2026
ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ
by
Proprietor Abhimanyu Maharana
June 19, 2026
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ
by
Proprietor Abhimanyu Maharana
June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା
by
Proprietor Abhimanyu Maharana
June 19, 2026
Baleshwar Leads Odisha’s Energy Transition with Over 10,000 Rooftop Solar Installations
by
Proprietor Abhimanyu Maharana
June 19, 2026