ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଢେଙ୍କାନାଳ :- ମଣିଷ-ହାତୀ ସହବସ୍ଥାନ ପ୍ରସଙ୍ଗ ଉପରେ କେନ୍ଦ୍ରକରି ‘ଓଡ଼ିଶା ଲ୍ୟାଣ୍ଡସ୍କେପ୍ ସିମ୍ପୋଜିୟମ୍’ ଆୟୋଜିତ ହୋଇଯାଇଛି, ଯେଉଁଠାରେ ବିଶେଷଜ୍ଞମାନେ ମଣିଷ ଏବଂ ହାତୀ କିଭଳି ନିରାପଦ ଭାବରେ ସହବସ୍ଥାନ କରିପାରିବେ, ସେଥିପାଇଁ ବ୍ୟବହାରିକ ମାର୍ଗ ପରୀକ୍ଷା କରିବାକୁ ଏକତ୍ରିତ ହୋଇଛନ୍ତି ।

