Home ଓଡ଼ିଶା ଓଡ଼ିଆ ପକ୍ଷ ପାଳନ ଅବସରରେ ଓଡ଼ିଶା ସଚିବାଳୟ ଲେଖକ ପରିଷଦର ସାରସ୍ୱତ ଆସର ଅନୁଷ୍ଠିତ by Proprietor Abhimanyu Maharana 5 months ago Share on FacebookShare on TwitterWhatsapp ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ଓଡ଼ିଆ ପକ୍ଷ ପାଳନ ଅବସରରେ ଓଡ଼ିଶା ସଚିବାଳୟ ଲେଖକ ପରିଷଦର ସ୍ୱାରସ୍ବତ ଆସର ଲୋକସେବା ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ସାହିତ୍ୟ ସଭାରେ ସଭାପତିତ୍ୱ କରିଥିଲେ ନାଟ୍ୟକାର ,ନିର୍ଦ୍ଦେଶକ ପୀୟୂଷ ରଞ୍ଜନ ପରିଡ଼ା । ସଂଯୋଜନା କରିଥିଲେ ବିଜନବାଳା ପାଟଯୋଷି । ଏହି ଅବସରରେ ରଶ୍ମିତା ମହାନ୍ତ ,କାହ୍ନୁ ଚରଣ ଦାସ, ପୁଷ୍ପାଞ୍ଜଳି ବିଶୋୟୀ, ତ୍ରିଲୋଚନ ପ୍ରଧାନ ,ପୀୟୂଷ ରଞ୍ଜନ ପରିଡା,ସଞ୍ଜୟ ଆନନ୍ଦ କୁମାର ତ୍ରିପାଠୀ , ବିଜନବାଳା ପାଟଯୋଷି ଓ ଜନ୍ମେଜୟ ପ୍ରଜାପତି ସ୍ୱରଚିତ କବିତା ପାଠ କରିଥିଲେ । ପରିଷଦର ବାର୍ଷିକ ସାରସ୍ଵତ ସମାରୋହ ଓ ସମ୍ବର୍ଦ୍ଧନା ସଭା ଆସନ୍ତା ମାସରେ କରିବା ପାଇଁ ପ୍ରସ୍ତାବ ଗୃହୀତ ହୋଇଥିଲା । ସଭା ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ରଶ୍ମିତା ମହାନ୍ତ । ପରିଷଦର ୟୁ ଟ୍ୟୁବ ପତ୍ରିକା ର ପ୍ରଚାର ପ୍ରସାର ପାଇଁ ସମସ୍ତେ ଯତ୍ନବାନ ହେବାକୁ ସାଧାରଣ ସମ୍ପାଦକ ଅନୁରୋଧ କରିଥିଲେ । Categories: ଓଡ଼ିଶା, ଖୋର୍ଦ୍ଧା, ମନୋରଞ୍ଜନ, ମହାନଗର, ହୋମ୍ Related Content ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ by Proprietor Abhimanyu Maharana September 12, 2026 ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ by Proprietor Abhimanyu Maharana September 11, 2026 ବାର୍ଷିକ ବିଜ୍ଞାନମେଳା ଓ କଣ୍ଢେଇ ମେଳା ଅନୁଷ୍ଠିତ : ୧୬୦ ପ୍ରକଳ୍ପରେ ଝଲସିଲା କୁନି ବୈଜ୍ଞାନିକଙ୍କ ପ୍ରତିଭା by Proprietor Abhimanyu Maharana September 11, 2026 ନୟାଗଡ଼ ଜିଲ୍ଲା ସଡ଼କ ସୁରକ୍ଷା ଓ ହାଇୱେ ସେଫଟୀ ଟାସ୍କଫୋର୍ସ ବୈଠକ by Proprietor Abhimanyu Maharana September 11, 2026 ନୟାଗଡ ଜିଲ୍ଲାର ଦ୍ୱିତୀୟ ବରିଷ୍ଠ ତୀର୍ଥଯାତ୍ରୀ ଯୋଜନା ଶୁଭାରମ୍ଭ by Proprietor Abhimanyu Maharana September 11, 2026 ଜିଲ୍ଲା ଉପନିବନ୍ଧକ କାର୍ଯ୍ୟାଳୟର ଲୋକାର୍ପଣ ଉତ୍ସବ by Proprietor Abhimanyu Maharana September 11, 2026